பொருள் : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା
							எடுத்துக்காட்டு : 
							ଏହି ଛୋଟ କାମ୍ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ
							
ஒத்த சொற்கள் : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷଣ କରିବା
பிற மொழிகளில் மொழிபெயர்ப்பு :
किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।
इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।To look at critically or searchingly, or in minute detail.
He scrutinized his likeness in the mirror.பொருள் : ଚିକିତ୍ସକଙ୍କର ଜଣେ ବ୍ୟକ୍ତିର ରୋଗ ବା ତାର କାରଣ ନିର୍ଣ୍ଣୟ କରିବା
							எடுத்துக்காட்டு : 
							ଚିକିତ୍ସକ ଶୋଇଥିବା ରୋଗୀକୁ ପରୀକ୍ଷା କରୁଛନ୍ତି
							
ஒத்த சொற்கள் : ଯାଞ୍ଚ କରିବା
பிற மொழிகளில் மொழிபெயர்ப்பு :
பொருள் : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା
							எடுத்துக்காட்டு : 
							ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ
							
ஒத்த சொற்கள் : ଜାଞ୍ଚ କରିବା, ପରୀକ୍ଷଣ କରିବା
பிற மொழிகளில் மொழிபெயர்ப்பு :
योग्यता, विशेषता, सामर्थ्य, गुण आदि जानने के लिए शोध संबंधी कार्य करना या कुछ विशेष काम करना।
सोनार सोने की शुद्धता परखता है।பொருள் : କୌଣସି ରୋଗର କାରଣ ଜାଣିବା ପାଇଁ କୌଣସି ଶାରିରୀକ ଦ୍ରବ୍ୟକୁ କୌଣସି ଯନ୍ତ୍ର ବା ରାସାୟନିକ ପ୍ରକ୍ରିୟା ଦ୍ୱାରା ଅବଲୋକନ କରିବା
							எடுத்துக்காட்டு : 
							ଚିକିତ୍ସକ ପ୍ରୟୋଗଶାଳାରେ ରକ୍ତ ପରୀକ୍ଷା କରୁଛନ୍ତି
							
ஒத்த சொற்கள் : ଯାଞ୍ଚ କରିବା
பிற மொழிகளில் மொழிபெயர்ப்பு :