பொருள் : ଚିହ୍ନ, ସୂତ୍ର ଆଦିର ମାଧ୍ୟମରେ ବତାଇବା ବା ଖବର ଦେବା
							எடுத்துக்காட்டு : 
							ଆପଣ କଣ ଏହି ଦୁଇ ସହର ମଧ୍ୟରେ ଥିବା ଦୂରତାକୁ କି.ମି.ରେ ବତାଇବେ?
							
ஒத்த சொற்கள் : ଜଣାଇବା, ଜ୍ଞାତ କରାଇବା
பிற மொழிகளில் மொழிபெயர்ப்பு :
பொருள் : କୌଣସି ବସ୍ତୁ, ସୂଚନାଆଦି କାହାକୁ ବତାଇବା
							எடுத்துக்காட்டு : 
							ସେ ମୋତେ କହିଲା ଯେ ସେ କାମ ଛାଡ଼ିକରି ଯାଉଛି
							
பிற மொழிகளில் மொழிபெயர்ப்பு :
किसी वस्तु, सूचना आदि से किसी को परिचित कराना।
उसने मुझे बताया कि वह काम छोड़कर जा रहा है।பொருள் : କାହା ସାମନାରେ କୌଣସି ଘଟଣା ଆଦିର ସମ୍ବନ୍ଧିତ ଲୋକମାନଙ୍କର ନାମ ବତାଇବା
							எடுத்துக்காட்டு : 
							ସେ ପୋଲିସ ସାମନାରେ ଚାରି ଲୋକଙ୍କର ନାମ ପ୍ରକାଶ କଲା
							
ஒத்த சொற்கள் : କହିବା, ପ୍ରକାଶ କରିବା
பிற மொழிகளில் மொழிபெயர்ப்பு :
பொருள் : କୌଣସି ବସ୍ତୁ ବା କାର୍ଯ୍ୟ ଆଡ଼କୁ ଇଙ୍ଗିତ କରିବା
							எடுத்துக்காட்டு : 
							ମାଆ ମୋତେ ଆକାଶରେ ଧ୍ରୁବ ତାରାର ସ୍ଥିତି ବତାଇଲେ
							
ஒத்த சொற்கள் : ଦେଖାଇବା, ନିର୍ଦ୍ଦେଶ କରିବା
பிற மொழிகளில் மொழிபெயர்ப்பு :
किसी वस्तु या कार्य आदि की ओर इंगित करना।
माँ ने मुझे आसमान में ध्रुव तारे की स्थिति बताई।