అర్థం : ଯାହାକୁ ଛଡ଼ାଯାଇଥାଏ ବା ତ୍ୟାଗ କରାଯାଇଥାଏ ବା ଅଲଗା କରାଯାଇଥାଏ
							ఉదాహరణ : 
							ସମାଜରୁ ବିତାଡ଼ିତ ଲୋକମାନଙ୍କ ଘରେ ସମାଜର କୌଣସି ବ୍ୟକ୍ତି ତା ଝିଅକୁ ବିବାହ କରାଏନାହିଁ
							
పర్యాయపదాలు : ବହିଷ୍କୃତ
అర్థం : ଯେଉଁମାନେ ବାଦ୍ ପଡ଼ିଥାନ୍ତି
							ఉదాహరణ : 
							ପ୍ରତିଯୋଗିତାରୁ ବହିଷ୍କୃତ ଖେଳାଳୀମାନଙ୍କୁ ଆଉ ଥରେ ସୁଯୋଗ ଦିଆଯିବ
							
పర్యాయపదాలు : ବହିଷ୍କୃତ
ఇతర భాషల్లోకి అనువాదం :
అర్థం : ଯେ ଖେଳରେ ଷ୍ଟ୍ରାଇକଆଉଟ ଯୋଗୁଁ ବହିଷ୍କାର ହୋଇଯାଇଥାଏ
							ఉదాహరణ : 
							ବହିଷ୍କୃତ ଖେଳାଳି ନିରାଶ ଥିଲା
							
పర్యాయపదాలు : ଦୂରୀକୃତ, ବହିଷ୍କୃତ, ବାହାରକରାଯାଇଥିବା
ఇతర భాషల్లోకి అనువాదం :