అర్థం : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
							ఉదాహరణ : 
							ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
							
ఇతర భాషల్లోకి అనువాదం :
అర్థం : କାମରେ ଲଗେଇବା
							ఉదాహరణ : 
							ଏହି କାମପାଇଁ ସେ ସାତଜଣ ଲୋକଙ୍କୁ ନିଯୁକ୍ତି ଦେଲା
							
పర్యాయపదాలు : କାମ ଦେବା, ଚାକିରି ଦେବା, ନିଯୁକ୍ତ କରିବା, ନିଯୁକ୍ତି ଦେବା, ରଖିବା
ఇతర భాషల్లోకి అనువాదం :
काम पर लगाना।
इस काम के लिए उसने सात आदमियों को नियुक्त किया।అర్థం : କୌଣସି ବସ୍ତୁକୁ କୌଣସି ଅନ୍ୟ ଏକ ବସ୍ତୁ ଭିତରେ ଢାଳିବା
							ఉదాహరణ : 
							ସୀମା ଅଟାକୁ ଡବାରେ ଦାବିଦାବି କରି ଭର୍ତ୍ତି କରୁଛି
							
పర్యాయపదాలు : ପୂରାଇବା
ఇతర భాషల్లోకి అనువాదం :