ଅର୍ଥ : ବ୍ୟତିବ୍ୟସ୍ତ ହୋଇ ଏପଟସେପଟ ହେବା କ୍ରିୟା
ଉଦାହରଣ :
କିଛି ସମୟ ପରେ ମାଆ କୋଳରେ ଶୋଇଥିବା ପିଲାଟି ଏପଟ ସେପଟ ହେଲା
ସମକକ୍ଷ : ଏପଟ ସେପଟ ହେବା, ବ୍ୟତିବ୍ୟସ୍ତ ହେବା, ହଲଚଲହେବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ମନ ଚଞ୍ଚଳ ହେବା
ଉଦାହରଣ :
ରାଧାର ସୌନ୍ଦର୍ଯ୍ୟ ଦେଖି ମୋହନର ମନ ଅଥୟ ହେଲା
ସମକକ୍ଷ : ଅଥୟ ହେବା, ଆନ୍ଦୋଳିତ ହେବା, ବିଚଳିତ ହେବା
ଅନ୍ୟ ଭାଷାରେ ଅନୁବାଦ :