ଅର୍ଥ : କୌଣସି ବସ୍ତୁର ବିନା ସ୍ଥାନ ପରିବର୍ତ୍ତନରେ ନିଜ ଚାରିପଟେ ବୁଲିବା
ଉଦାହରଣ :
ପୃଥିବୀ ନିଜ ଚାରିପଟେ ଘୁରୁଛି ଭଅଁର ମାଟିରେ ନାଚୁଛି
ସମକକ୍ଷ : ଘୂରିବା, ଚକକର ମାରିବା, ନାଚିବା, ଭଉଁରି କାଟିବା
ଅନ୍ୟ ଭାଷାରେ ଅନୁବାଦ :
किसी वस्तु का बिना स्थान बदले या अपनी ही धुरी पर चक्कर खाना।
पृथ्वी अपनी धुरी पर घूमती है।Revolve quickly and repeatedly around one's own axis.
The dervishes whirl around and around without getting dizzy.