ଅର୍ଥ : ଲେଖା, ଚିତ୍ର ଆଦିର ଅବିକଳ ରୂପ ତିଆରିକରିବା
ଉଦାହରଣ :
ବିଦ୍ୟାର୍ଥୀମାନେ କଳାପଟା ଉପରେ ଲେଖାଯାଇଥିବା ପ୍ରଶ୍ନଗୁଡ଼ିକୁ ନିଜ ଖାତାରେ ଉତାରିଲେ
ସମକକ୍ଷ : ଉତାରିବା, ପ୍ରତିରୂପକରିବା
ଅନ୍ୟ ଭାଷାରେ ଅନୁବାଦ :
लिखावट,चित्र आदि का जैसा है वैसा ही रूप बनाना।
विद्यार्थी ने श्यामपट्ट पर लिखे प्रश्नों को अपनी पुस्तिका में उतारा।