ଅର୍ଥ : ଆମେ ପ୍ରାଣୀମାନେ ରହୁଥିବା ଜଗତ
ଉଦାହରଣ :
ସଂସାରରେ ଯେ ବି ଜନ୍ମ ହୁଏ, ତାକୁ ମରିବାକୁ ହୁଏ
ସମକକ୍ଷ : ଅଧିଲୋକ, ଇହଲୋକ, ଜଗତ, ଜୀବଲୋକ, ଦୁନିଆ, ଦୁନିଆଁ, ପୃଥ୍ୱୀଲୋକ, ବିଶ୍ୱ, ଭୁବନ, ଭୂଲୋକ, ମନୁଷ୍ୟଲୋକ, ମରଲୋକ, ମର୍ତ୍ତ୍ୟଲୋକ, ମୃତ୍ୟୁଲୋକ, ସଂସାର, ସୃଷ୍ଟି
ଅନ୍ୟ ଭାଷାରେ ଅନୁବାଦ :
वह लोक जिसमें हम प्राणी रहते हैं।
संसार में जो भी पैदा हुआ है, उसे मरना है।