ଅର୍ଥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ
ଉଦାହରଣ :
ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ
ସମକକ୍ଷ : ଉପାୟ, ବାଟ, ବିଧି, ମାର୍ଗ, ଯତ୍ନ, ରାସ୍ତା, ସାଧନ
ଅନ୍ୟ ଭାଷାରେ ଅନୁବାଦ :
वह कार्य या प्रयत्न जिससे अभीष्ट तक पहुँचा जाए।
कोई ऐसा उपाय बताइए जिससे यह काम आसानी से हो जाए।ଅର୍ଥ : କୌଣସି କାର୍ଯ୍ୟ ସିଦ୍ଧକରିବାପାଇଁ କରାଯାଉଥିବା କଠିନ ପରିଶ୍ରମ
ଉଦାହରଣ :
ଅର୍ଜୁନଙ୍କ ସାଧନା ତାଙ୍କୁ ଜଣେ ବଡ଼ ଧନୁର୍ଦ୍ଧର କରିଥିଲ
ସମକକ୍ଷ : ଅଧ୍ୟବସାୟ, ଅଭ୍ୟାସ, ତପସ୍ୟା, ତାଲିମ୍, ବିହିତ ପ୍ରକ୍ରିୟା, ବ୍ରତ, ସାଧନା
ଅନ୍ୟ ଭାଷାରେ ଅନୁବାଦ :
Persevering determination to perform a task.
His diligence won him quick promotions.