ଅର୍ଥ : ବାହୁ ବା ଶରୀରର ବଳ ଯାହାଦ୍ୱାରା ମଣିଷ କୈଣସି ବଡ଼ କାମ କରିପାରେ
ଉଦାହରଣ :
ଭରତର ବାହୁବଳ ବିଷୟରେ କେହି ଅନୁମାନ କରି ନ ଥିଲେ
ସମକକ୍ଷ : ପରାକ୍ରମ, ଭୁଜବଳ, ଶକ୍ତି
ଅନ୍ୟ ଭାଷାରେ ଅନୁବାଦ :
बाहुओं या शरीर का वह बल जिससे मनुष्य कोई बड़ा काम करता है।
भरत के बाहुबल का अंदाजा किसी को नहीं था।