ଅର୍ଥ : ମନୁଷ୍ୟ ଜାତୀୟ ଜୀବର ଦୁଇଟି ଭେଦ ମଧ୍ୟରୁ ଗୋଟିଏ ହେଲା ଯେ ସେ ଗର୍ଭଧାରଣ କରି ସନ୍ତାନ ଉତ୍ପନ୍ନ କରିପାରେ
ଉଦାହରଣ :
ଆଜିର ମହିଳାମାନେ ସବୁ କ୍ଷେତ୍ରରେ ପୁରୁଷଙ୍କର ସମାନ ହୋଇ ରହିଛନ୍ତି
ସମକକ୍ଷ : ନାରୀ, ବାମା, ବାଳା, ସ୍ତ୍ରୀ, ସ୍ତ୍ରୀଲୋକ
ଅନ୍ୟ ଭାଷାରେ ଅନୁବାଦ :
मनुष्य जाति के जीवों के दो भेदों में से एक जो गर्भ धारण करके संतान उत्पन्न कर सकती है।
आज की महिलाएँ हर क्षेत्र में पुरुषों की बराबरी कर रही हैं।