ଅର୍ଥ : ପିଠିକୁ ଆରାମ ଚୌକି ବା ଖଟ ଉପରେ ଲଗେଇ ସମସ୍ତ ଶରୀରକୁ ତା ଉପରେ ରଖିବା
ଉଦାହରଣ :
କ୍ଲାନ୍ତିରୁ ଆରାମ ପାଇବାପାଇଁ ପଥିକ ଗଛ ତଳେ ଗଡ଼ିପଡ଼ିଲା
ସମକକ୍ଷ : ଗଡ଼ିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଶୋଇକରି ଶରୀର ଏବଂ ମସ୍ତିସ୍କକୁ ବିଶ୍ରାମ ଦେଉଥିବା ନିଦ୍ରିତ ଅବସ୍ଥାରେ ରହିବା
ଉଦାହରଣ :
ହାଲିଆ ହୋଇଥିବାରୁ ସେ ଆଜି ଜଲ୍ଦି ଶୋଇପଡ଼ିଲେ
ସମକକ୍ଷ : ନିଦ୍ରାଯିବା, ଶୟନ କରିବା
ଅନ୍ୟ ଭାଷାରେ ଅନୁବାଦ :