ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସିଦ୍ଧାନ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସିଦ୍ଧାନ୍ତ   ବିଶେଷ୍ୟ

ଅର୍ଥ : ବିଚାର ବା ବିବେଚନା ଶେଷରେ ବାହାରୁଥିବା ସିଦ୍ଧାନ୍ତ

ଉଦାହରଣ : ଘଣ୍ଟାକର କଠିନ ପରିଶ୍ରମ ପରେ ଯାଇ ଆମେ ଏହି ଲେଖାର ନିଷ୍କର୍ଷ ପାଇଲୁ

ସମକକ୍ଷ : ତଥ୍ୟ, ନିଷ୍କର୍ଷ, ସାର, ସାରତଥ୍ୟ, ସାରାଂଶ


ଅନ୍ୟ ଭାଷାରେ ଅନୁବାଦ :

किसी विचार या अनुभव का सबसे आवश्यक या सबसे महत्वपूर्ण हिस्सा।

एक घंटे की कड़ी मेहनत के बाद ही हम इस लेख के निष्कर्ष तक पहुँच पाए।
अनुगम, अनुगमन, उन्नयन, निचोड़, निष्कर्ष, सार

The central meaning or theme of a speech or literary work.

burden, core, effect, essence, gist

ଅର୍ଥ : ଋଷିମାନଙ୍କଦ୍ୱାରା ଦିଆ ଯାଇଥିବା ଉପଦେଶ

ଉଦାହରଣ : ଶଙ୍କରାଚାର୍ଯ୍ୟଙ୍କ ଅଦୈତ୍ୟ ସିଦ୍ଧାନ୍ତକୁ ସମସ୍ତେ ଗ୍ରହଣ କରନ୍ତି ନାହିଁ

ସମକକ୍ଷ : ମତ


ଅନ୍ୟ ଭାଷାରେ ଅନୁବାଦ :

तत्वज्ञों द्वारा नियत या निश्चित कोई मत या सिद्धांत अथवा किसी प्रकार की विचारधारा या कार्य प्रणाली।

वाद का प्रयोग संज्ञाओं के अन्त में प्रत्यय के रूप में होता है - जैसे छायावाद, अनात्मवाद आदि।
इज़्म, वाद

Rule of personal conduct.

precept, principle

ଅର୍ଥ : ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ

ଉଦାହରଣ : ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ

ସମକକ୍ଷ : ନିଷ୍ପତି, ନିୟମ


ଅନ୍ୟ ଭାଷାରେ ଅନୁବାଦ :

व्यवहार या आचरण के विषय में नीति, विधि, धर्म आदि के द्वारा निश्चित ढंग या प्रतिबंध।

हमें अपने सिद्धांतों का पालन करना चहिए।
असूल, आईन, आयाम, उसूल, क़ायदा, कायदा, जोग, नियम, योग, सिद्धांत, सिद्धान्त

A complex of methods or rules governing behavior.

They have to operate under a system they oppose.
That language has a complex system for indicating gender.
system, system of rules

ଅର୍ଥ : ଯୁକ୍ତିଦ୍ୱାରା କୌଣସି ବସ୍ତୁର ସ୍ଥିତି ସମ୍ପର୍କରେ ନିଶ୍ଚୟ କରିବା

ଉଦାହରଣ : ବହୁତ ପ୍ରଯତ୍ନପରେ ଆମେ ଏହି ସିଦ୍ଧାନ୍ତରେ ପହଞ୍ଚିଲୁ ଯେ ରାମ ଭଲ ଲୋକ

ସମକକ୍ଷ : ନିର୍ଣ୍ଣୟ, ନିଷ୍କର୍ଷ, ନିଷ୍ପତ୍ତି, ଫଳାଫଳ


ଅନ୍ୟ ଭାଷାରେ ଅନୁବାଦ :

हेतु द्वारा किसी वस्तु की स्थिति का निश्चय।

बहुत प्रयत्न के बाद हम इस नतीजे पर पहुँचे हैं कि राम अच्छा आदमी है।
नतीजा, निर्णय, निष्कर्ष

A position or opinion or judgment reached after consideration.

A decision unfavorable to the opposition.
His conclusion took the evidence into account.
Satisfied with the panel's determination.
conclusion, decision, determination

ଅର୍ଥ : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି

ଉଦାହରଣ : ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା

ସମକକ୍ଷ : ମତବାଦ


ଅନ୍ୟ ଭାଷାରେ ଅନୁବାଦ :

विद्या, कला आदि के संबंध में किसी विद्वान द्वारा प्रतिपादित या स्थापित कोई ऐसी मूल बात या मत जिसे बहुत लोग ठीक मानते हों।

डार्विन के विकास सिद्धांत के अनुसार मानव की भी पूँछ थी।
थ्योरी, मत, वाद, सिद्धांत, सिद्धान्त