ଅର୍ଥ : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା
ଉଦାହରଣ :
ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା
ଉଦାହରଣ :
ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ
ଅନ୍ୟ ଭାଷାରେ ଅନୁବାଦ :